କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ: ୨୦ରୁ ଅଧିକ ଆହତ 

19,550

କନକ ବ୍ୟୁରୋ: କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୦ରୁ ଅଧିର ଆହତ ହୋଇଛନ୍ତି । ଉଦ୍ଧାର କାର୍ଯ୍ୟରେ ଓଡ୍ରାଫ ଏବଂ ଏନଡିଆରଏଫର ଟିମ୍ ନିୟୋଜିତ ହୋଇଛନ୍ତି । ଘଟଣାସ୍ଥଳରେ ବାଲେଶ୍ୱର ଜିଲ୍ଲାପାଳ ଏବଂ ଏସପି ପହଞ୍ଚିଛନ୍ତି । ଏସଆରସିଙ୍କ ଯୋଗାଯୋଗରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ବାହାନଗା ନିକଟରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାର ଶିକାର ହୋଇଛି ।