କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ ।

Advertisment
କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ ।

କନକ ବ୍ୟୁରୋ: କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ ସମ୍ମାନ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ତାଙ୍କୁ ମରଣୋତ୍ତୋର ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ । ଆସନ୍ତା ବୁଧବାର କର୍ପୂରୀ ଠାକୁରଙ୍କ ୧୦୦ ତମ ଜନ୍ମ ଜୟନ୍ତୀ ପାଳନ ହେବାକୁ ଯାଉଛି । ଏହି ଅବସରରେ ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିବାକୁ ଘୋଷଣା କରାଯାଇଛି । ତେବେ ସୂଚନାଯୋଗ୍ୟ ଯେ, ଜେଡିୟୁ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିବାକୁ ଦାବି କରିଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe