କେନ୍ଦୁଝର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

7

କେନ୍ଦୁଝର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରିଥିବାର ଅଭିଯୋଗ ଆସିଛି । ଘଟଣାଟି ଘଟିଛି ଏକ କେନ୍ଦୁଝର ଜିଲ୍ଳାର ଝୁମ୍ଫୁରା ଥାନାର ଟୋଲକବାହାଲ ଗ୍ରାମରେ । ଗଛରେ ଝୁଲୁଥିବା ଅବସ୍ଥାରେ ନାବାଳିକାର ମୃତଦେହ ଉଦ୍ଧାର କରାଯାଇଛି ।

ସକାଳୁ ଜଂଗଲରେ ଝିଅଟିର ମୃତ ଦେହ ଝୁଲୁଥିବା ଦେଖି ଗ୍ରାମବାସୀ ପୁଲିସକୁ ଖବର ଦେଇଥିଲେ । ଝିଅଟିକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସ୍ଥାନୀୟ ଲୋକେ ଅଭିଯୋଗ ଆଣିଛନ୍ତି । ଘଟଣାସ୍ଥଳରେ ସାଇନଟିଫିକ ଟିମ ପହଂଚି  ତଦନ୍ତ ଆରମ୍ଭ କରିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.