କେନ୍ଦୁଝର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

Advertisment
କେନ୍ଦୁଝର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

କେନ୍ଦୁଝର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରିଥିବାର ଅଭିଯୋଗ ଆସିଛି । ଘଟଣାଟି ଘଟିଛି ଏକ କେନ୍ଦୁଝର ଜିଲ୍ଳାର ଝୁମ୍ଫୁରା ଥାନାର ଟୋଲକବାହାଲ ଗ୍ରାମରେ । ଗଛରେ ଝୁଲୁଥିବା ଅବସ୍ଥାରେ ନାବାଳିକାର ମୃତଦେହ ଉଦ୍ଧାର କରାଯାଇଛି ।

ସକାଳୁ ଜଂଗଲରେ ଝିଅଟିର ମୃତ ଦେହ ଝୁଲୁଥିବା ଦେଖି ଗ୍ରାମବାସୀ ପୁଲିସକୁ ଖବର ଦେଇଥିଲେ । ଝିଅଟିକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସ୍ଥାନୀୟ ଲୋକେ ଅଭିଯୋଗ ଆଣିଛନ୍ତି । ଘଟଣାସ୍ଥଳରେ ସାଇନଟିଫିକ ଟିମ ପହଂଚି  ତଦନ୍ତ ଆରମ୍ଭ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe