କନକ ବ୍ୟୁରୋ : କଟକ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବହୁ ଚର୍ଚ୍ଚିତ ଖଣ୍ଡପଡ଼ା ବିଧାନସଭା ଆସନରେ ଭୋଟ ଗଣତି ଚାଲିଛି । ଦିନ ୧.୫୦ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ, ଖଣ୍ଡପଡ଼ା ବିଧାନସଭା ଆସନରେ ବିଜେଡ଼ି ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ଆଗରେ ରହିଛନ୍ତି । ତୃତୀୟ ରାଉଣ୍ଡ ସୁଦ୍ଧା ଖଣ୍ଡପଡ଼ା ବିଧାନସଭା ଆସନରେ ବିଜେଡ଼ି ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଆଗୁଆ ରହିଛନ୍ତି । ମୋଟ୍ ୮୨୧୦ ଭୋଟରେ ନିକଟତମ ପ୍ରତିଦ୍ୱନ୍ଦୀଙ୍କ ଠାରୁ ଆଗୁଆ ଅଛନ୍ତି ବିଜେଡ଼ି ପ୍ରାର୍ଥୀ ।
ଖଣ୍ଡପଡ଼ା ବିଧାନସଭା ଆସନରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡ଼ି ପ୍ରାର୍ଥୀ ଆଗରେ : ୮୨୧୦ ଭୋଟରେ ଆଗୁଆ ସୌମ୍ୟରଞ୍ଜନ ପଟ୍ଟନାୟକ
/kanak/media/post_attachments/wp-content/uploads/2018/12/soumya-ranjan-patnaik-640x416.jpg)
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)