କନକ ବ୍ୟୁରୋ: ଓଡିଆ ପାରାଅଲିମ୍ପିଆନ ପ୍ରମୋଦ ଭଗତଙ୍କୁ ପୁରସ୍କାର । ପ୍ରମୋଦଙ୍କୁ ମିଳିଲା ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର । ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ଗ୍ରହଣ କଲେ ପ୍ରମୋଦ । ଟୋକିଓ ପାରାଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ପାଇଁ ମିଳିଲା ଖେଳରତ୍ନ ପୁରସ୍କାର । ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଏକାସଙ୍ଗେ ୧୨ ଜଣଙ୍କୁ ମିଳିଲା ଖେଳରତ୍ନ ପୁରସ୍କାର ।
ଖେଳରତ୍ନ ପୁରସ୍କାର ପାଇବାରେ ପ୍ରମୋଦ ଭଗତ ହେଉଛନ୍ତି ପ୍ରଥମ ଓଡିଆ । ପୂର୍ବରୁ ଓଡିଶାରୁ କେହି ଅଲମ୍ପିଆନ ଖେଳ ରତ୍ନ ପୁରସ୍କାର ପାଇନଥିଲେ । ପ୍ରମୋଦଙ୍କ ଏହି ସଫଳତା ପାଇଁ ଏବେ ସାରା ଓଡିଶାରେ ଖୁସିରେ ଲହରି ଖେଳି ଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2021/11/1-21.jpg)