ଭୁବନେଶ୍ୱର ମାଷ୍ଟର କ୍ୟାଂଟିନ ଛକରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ୨ଜଣ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର ମାଷ୍ଟର କ୍ୟାଂଟିନ ଛକରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ୨ଜଣ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ

Image Courtesy - www.ndtv.com

କନକ ବ୍ୟୁରୋ: ଭୁବନେଶ୍ୱରରେ ମାଷ୍ଟର କ୍ୟାଂଟିନ ଛକରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ରାସ୍ତା ଉପରେ ୨ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ୨ ଜଣଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତି କରାଯାଇଛି । ନିଶା କାରବାରକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମାଡ଼ପିଟ ହୋଇଥିବାର ସୂଚନା ମିଳିଛି ।

ଏହି ଆକ୍ରମଣ ଘଟଣା ନେଇ ମୁଖ୍ୟ ଅଭିଯୁକ୍ତ ରାଜା ଖାରବେଳ ଥାନାରେ ଅଟକ ଅଛି । ତାର ଅନ୍ୟ ସହଯୋଗୀଙ୍କୁୁ ଧରିବା ପାଇଁ ପୁଲିସ୍ ତନାଘନା ଚଳାଇଛି । ଅଭିଯୁକ୍ତ ରାଜା ନାଁରେ ପୂର୍ବରୁ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe