ଆସିଲା ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା । ଜାଣନ୍ତୁ କିଏ ହେଲେ କେଉଁ ଲୋକସଭା ପାଇଁ ପ୍ରାର୍ଥୀ…

ବିଜେଡିର ଲୋକସଭା ପାଇଁ ପ୍ରାର୍ଥୀ...

4,278

କନକ ବ୍ୟୁରୋ: ପ୍ରତୀକ୍ଷା ପରେ ଆଜି ପ୍ରକାଶ ପାଇଛି ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା । ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ସମ୍ବଲପୁର ଲୋକସଭା ପାଇଁ ପ୍ରଣବ ପ୍ରକାଶ ଦାସଙ୍କ ନାଁ ଘୋଷଣା ହୋଇଥିବାବେଳେ କେନ୍ଦ୍ରାପଡା ଲୋକସଭା ପାଇଁ ପ୍ରାର୍ଥୀ ହୋଇଛନ୍ତି ଅଂଶୁମାନ ମହାନ୍ତି । ସେହିଭଳି ସୁନ୍ଦରଗଡ ପାଇଁ ଦିଲ୍ଲୀପ ତିର୍କି, ମୟୂରଭଞ୍ଜ ପାଇଁ ସୁଦାମ ମାର୍ଣ୍ଡି , ନବରଙ୍ଗପୁର ପାଇଁ ପ୍ରଦୀପ ମାଝୀ, ଭୁବନେଶ୍ୱର ପାଇଁ ମନ୍ମଥ ରାଉତରାୟ, କୋରାପୁଟ ପାଇଁ କୌଶଲ୍ୟା ହିକ୍କା, ଆସ୍କା ପାଇଁ ରଞ୍ଜିତା ସାହୁ, କଳାହାଣ୍ଡି ପାଇଁ ଲମ୍ବୋଦର ନିଆଲଙ୍କ ନାଁ ଘୋଷଣା ହୋଇଛି ।