କନକ ବ୍ୟୁରୋ: କେନ୍ଦୁଝର ବିଧାୟକ ମୋହନ ମାଝୀ ହେବେ ମୁଖ୍ୟମନ୍ତ୍ରୀ । ପାଟଣାଗଡ ବିଧାୟକ କେଭି ସିଂହଦେଓ ଏବଂ ନିମାପଡା ବିଧାୟିକା ପ୍ରଭାତୀ ପରିଡା ହେବେ ଉପ-ମୁଖ୍ୟମନ୍ତ୍ରୀ । ଏନେଇ ଆଜି ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହେଇଛି । ତେବେ ଜଣେ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଜଣ ଉପ-ମୁଖ୍ୟମନ୍ତ୍ରୀ ଫର୍ମୁଲାରେ ଓଡିଶାରେ ସରକାର ଗଢିବ ବିଜେପି । ଆସନ୍ତାକାଲି ଏହି ନେତାମାନେ ବିଧିବଦ୍ଧ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିବେ ବୋଲି ଜଣାପଡିଛି ।
ମୋହନ ମାଝୀ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ । କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡା ଉପ-ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ନେବେ ଶପଥ ।
/kanak/media/post_attachments/wp-content/uploads/2024/06/15-8.jpg)
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)