କଟକଣା କୋହଳ : କେଉଁ ଜିଲ୍ଲାରେ କେତେ ସମୟ, ଜାମନ୍ତୁ...

Advertisment
କଟକଣା କୋହଳ : କେଉଁ ଜିଲ୍ଲାରେ କେତେ ସମୟ, ଜାମନ୍ତୁ...

କନକ ବ୍ୟୁରୋ : ରାଜ୍ୟରେ ତାଲାବନ୍ଦ କଟକଣାକୁ ଆଂଶିକ କୋହଳ କରାଯାଇଛି । କମୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ତେବେ ଆସନ୍ତୁ ଜାଣିବା କେଉଁ କେଉଁ ଜିଲ୍ଲାରେ କଟକଣାକୁ କୋହଳ କରାଯାଇଛି ।
ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ରାୟଗଡା । ଏହି ୧୭ଟି ଜିଲ୍ଲାରେ ସକାଳ ୬ଟାରୁ ସନ୍ଧ୍ୟା ୫ ପର୍ଯ୍ୟନ୍ତ ଦୋକାନ ଖୋଲା ରହିବ । ସେପଟେ ଖୋର୍ଦ୍ଧା,ପୁରୀ, ନୟାଗଡ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ଅନୁଗୁଳ, ଢେଙ୍କନାଳ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ସକାଳ ୬ଟାରୁ ଦିନ ୧ଟା ଯାଏଁ ଦୋକାନ ବଜାର ଖୋଲା ରହିବ
ତେବେ ତାଲାବନ୍ଦ କଟକଣାକୁ କିଛି ମାତ୍ରାରେ କୋହଳ କାରାଯାଇଥିବା ବେଳେ ରାଜ୍ୟର ସମସ୍ତ ଜିଲ୍ଲାରେ ପୂର୍ବଭଳି ସପ୍ତାହାନ୍ତ ସଟଡାଉନ୍ ଜାରି ରହିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe