କନକ ବ୍ୟୁରୋ: ପୁରୀ ଅସ୍ତରଙ୍ଗ ଆଳସାହି ଗାଁରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ଘରୁ ଲୁଟ୍ । ମାରଣାସ୍ତ୍ର ଦେଖାଇ, ହାତଗୋଡ଼ ବାନ୍ଧି ଲୁଟିନେଲେ ନଗଦ ଟଙ୍କା ସାଙ୍ଗକୁ ସୁନା ଅଳଙ୍କାର । ୫ଲକ୍ଷ ଟଙ୍କାର ସୁନା ଗହଣା ସାଙ୍ଗକୁ ନଗଦ ୮୦ହଜାର ଟଙ୍କା ଦୁବୃର୍ତ ଚୋରି କରିନେଇଥିବା ଅଭିଯୋଗ ହୋଇଛି । ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ବିଷ୍ଣୁଚରଣ ମଲ୍ଲିକଙ୍କ ପରିବାର ପକ୍ଷରୁ ଏନେଇ ଥାନାରେ ଏତଲା ଦିଆଯାଇଛି । ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।
ଅସ୍ତରଙ୍ଗରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ଘରୁ ଲୁଟ୍ । ମାରଣାସ୍ତ୍ର ଦେଖାଇ ଲୁଟିନେଲେ ୫ଲକ୍ଷ ଟଙ୍କାର ସୁନା ଗହଣା ଓ ନଗଦ ୮୦ହଜାର ଟଙ୍କା ।
/kanak/media/post_attachments/wp-content/uploads/2024/01/18-34.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)