ନନ୍ଦିଘୋଷରେ ବିଜେକଲେ ପ୍ରଭୁ ଶ୍ରୀ ଜଗନ୍ନାଥ: ରଥାରୂଢହେଲେ ତିନି ଠାକୁର

Advertisment
ନନ୍ଦିଘୋଷରେ ବିଜେକଲେ ପ୍ରଭୁ ଶ୍ରୀ ଜଗନ୍ନାଥ: ରଥାରୂଢହେଲେ ତିନି ଠାକୁର

କନକ ବ୍ୟୁରୋ: ନନ୍ଦିଘୋଷରେ ବିଜେକଲେ ପ୍ରଭୁ ଶ୍ରୀ ଜଗନ୍ନାଥ । ଧାଡି ପହଣ୍ଡିରେ ଆସି ରଥରେ ବିଜେ କଲେ ମହାପ୍ରଭୁ । ଝୁଲି ଝୁଲି ଆସି ରଥରେ ବିରାଜ କଲେ କାଳିଆ ଠାକୁର । ଘଣ୍ଟ, ଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳି ନାଦରେ ପ୍ରକମ୍ପିତ ହେଲା ପରିବେଶ । ରଥାରୂଢହେଲେ ୩ ଠାକୁର । ତାଳଧ୍ୱଜରେ ବଡ ଠାକୁର, ଦର୍ପଦଳନରେ ମା ସୁଭଦ୍ରା ବିଜେ କରିଛନ୍ତି । ରଥାରୂଢ ଠାକୁରଙ୍କୁ ଦେଖିବାକୁ ବଡଦାଣ୍ଡରେ ଲାଗିଛି ଭକ୍ତଙ୍କ ଗହଳି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe