ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ : ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଉତ୍ତର - ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ : ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପବନ ସହ ଲଗାଣ ବର୍ଷା

Courtesy : google.com

କନକ ବ୍ୟୁରୋ : ଆସନ୍ତା ୧୬ ତାରିଖରେ ଉତର ପଶ୍ଚିମ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ।ପ୍ରଭାବରେ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ତେବେ ରାଜ୍ୟର ଉତ୍ତର ଓ ଦକ୍ଷିଣାଚଂଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କଟକ, ନୟାଗଡ, ଖୋର୍ଦ୍ଧା ପୁରୀ ଗଂଜାମ, ମୟୁରଭଂଜ, ଢେଙ୍କାନାଳ, ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସାମାନ୍ୟ ବର୍ଷା ରେକର୍ଡ ହୋଇଛି । ଅନୁଗୁଳ ଜିଲ୍ଲାର ଟିକରପଡ଼ାରେ ସର୍ବାଧିକ ୪୩.୬ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe