ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି। ୨୪ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ ରୂପ ନେବା ସମ୍ଭାବନା

3,638

କନକ ବ୍ୟୁରୋ: ବଙ୍ଗୋପସାଗରରେ ଲଘୁଚାପ । ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ମିଆଁମାର ଉପକୂଳରେ ଏହି ଲଘୁଚାପ ସୃଷ୍ଟି ହୋଇଛି । ୨୪ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ ରୂପ ନେବା ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ଏନେଇ ସୂଚନା ଦେଇଛି ।