କମିଲା ଏଲପିଜି ଦର । ଦିଲ୍ଲୀରେ ଲାଗୁ ହେଲା ନୂଆ ଦର । 

Advertisment
କମିଲା ଏଲପିଜି ଦର । ଦିଲ୍ଲୀରେ ଲାଗୁ ହେଲା ନୂଆ ଦର । 

କନକ ବ୍ୟୁରୋ: ଦିଲ୍ଲୀରେ ୧୯ କେଜି କମର୍ସିଆଲ ଏଲପିଜି ସିଲିଣ୍ଡରର ଦାମ୍‌ ୧୯ ଟଙ୍କା ହ୍ରାସ ପାଇଛି। ଏହାଫଳରେ ଏବେ ସେଠାରେ କମର୍ସିଆଲ ଏଲପିଜି ସିଲିଣ୍ଡର ଦାମ୍‌ ୧୭୪୫ ଟଙ୍କାକୁ କମିଛି। ଏହା ବ୍ୟବସାୟୀମାନଙ୍କୁ କିଛିଟା ଆଶ୍ୱସ୍ତି ଦେଇଛି।

ପୂର୍ବରୁ ଜାନୁଆରୀରେ ୧୯ କିଲୋଗ୍ରାମ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ୧.୫୦ ଟଙ୍କା ବଢ଼ିଥିଲା। ଫେବ୍ରୁଆରୀରେ ୧୪ ଟଙ୍କା ବୃଦ୍ଧି ହୋଇଥିଲା। ମାର୍ଚ୍ଚ ମାସରେ ଏହା ୨୫.୫୦ ଟଙ୍କା ବଢ଼ିଛି।  ଗତ ୩ ମାସ ମଧ୍ୟରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦରରେ ମୋଟ ୪୧ ଟଙ୍କା ବୃଦ୍ଧି ପାଇଛି। କମର୍ସିଆଲ ଏଲପିଜି ସିଲିଣ୍ଡରର ନୂଆ ଦର ମାର୍ଚ୍ଚ ୧ଠାରୁ ଲାଗୁ ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe