ଆଇଏଏସ ସ୍ତରରେ ଅଦଳ ବଦଳ : ରାଜକୁମାର ଶର୍ମା ହେଲେ କୃଷି ଉତ୍ପାଦନ କମିସନର; ଅନୁ ଗର୍ଗଙ୍କୁ ଜଳ ସଂପଦ ବିଭାଗର ପ୍ରମୁଖ ସଚିବ ସହ ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତି ଅତିରିକ୍ତ ଦାୟିତ୍ୱ

ସତ୍ୟବ୍ରତ ସାହୁଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ: ଖଣି ଓ ଇସ୍ପାତ ବିଭାଗ ସଚିବ ହେଲେ ସୁରେନ୍ଦ୍ର କୁମାର

967

କନକ ବ୍ୟୁରୋ : ଆଇଏଏସ ସ୍ତରରେ ଅଦଳ ବଦଳ । ରାଜକୁମାର ଶର୍ମା ହେଲେ କୃଷି ଉତ୍ପାଦନ କମିସନର । ଅନୁ ଗର୍ଗଙ୍କୁ ଜଳ ସଂପଦ ବିଭାଗର ପ୍ରମୁଖ ସଚିବ ସହ ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତି ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏମଏସଏମଇ ସଚିବ ସତ୍ୟବ୍ରତ ସାହୁଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସେହିପରି ଖଣି ଓ ଇସ୍ପାତ ବିଭାଗ ସଚିବ ହେଲେ ସୁରେନ୍ଦ୍ର କୁମାର । ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସଆଇ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି ।