ଆଇଏଏସ ସ୍ତରରେ ଅଦଳ ବଦଳ : ରାଜକୁମାର ଶର୍ମା ହେଲେ କୃଷି ଉତ୍ପାଦନ କମିସନର; ଅନୁ ଗର୍ଗଙ୍କୁ ଜଳ ସଂପଦ ବିଭାଗର ପ୍ରମୁଖ ସଚିବ ସହ ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତି ଅତିରିକ୍ତ ଦାୟିତ୍ୱ

Advertisment
ଆଇଏଏସ ସ୍ତରରେ ଅଦଳ ବଦଳ : ରାଜକୁମାର ଶର୍ମା ହେଲେ କୃଷି ଉତ୍ପାଦନ କମିସନର; ଅନୁ ଗର୍ଗଙ୍କୁ ଜଳ ସଂପଦ ବିଭାଗର ପ୍ରମୁଖ ସଚିବ ସହ ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତି  ଅତିରିକ୍ତ ଦାୟିତ୍ୱ

କନକ ବ୍ୟୁରୋ : ଆଇଏଏସ ସ୍ତରରେ ଅଦଳ ବଦଳ । ରାଜକୁମାର ଶର୍ମା ହେଲେ କୃଷି ଉତ୍ପାଦନ କମିସନର । ଅନୁ ଗର୍ଗଙ୍କୁ ଜଳ ସଂପଦ ବିଭାଗର ପ୍ରମୁଖ ସଚିବ ସହ ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତି ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏମଏସଏମଇ ସଚିବ ସତ୍ୟବ୍ରତ ସାହୁଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସେହିପରି ଖଣି ଓ ଇସ୍ପାତ ବିଭାଗ ସଚିବ ହେଲେ ସୁରେନ୍ଦ୍ର କୁମାର । ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସଆଇ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe