ଆଜି ପବିତ୍ର ମକର ସଂକ୍ରାନ୍ତି : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମକର ନୀତି

115

ପୁରୀ ବ୍ୟୁରୋ , କନକ ନ୍ୟୁଜ୍ : ଆଜି ପବିତ୍ର ମକର ସଂକ୍ରାନ୍ତି । ଶ୍ରୀ ମନ୍ଦିରରେ ପାଳିତ ହେଉଛି ମହାପ୍ରଭୁଙ୍କ ମକର ନୀତି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନିତି ନିର୍ଘଂଟ କରାଯାଇଛି । ମହାପ୍ରଭୁଙ୍କ ମକର ବେଶ ପାଇଁ ବଡ ଓଡିଆ ମଠ ପକ୍ଷରୁ ବିଭିନ୍ନ ପୁଷ୍ପ ଓ ତୁଳସୀକୁ ନେଇ ସୁସଜ୍ଜିତ ମାଳ ଶ୍ରୀମନ୍ଦିରକୁ ଦିଆଯାଇଛି । ହଜାର ହଜାର ସଂଖ୍ୟାରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ମକର ଚାଉଳ ପ୍ରସାଦ ପାଇବା ପାଇଁ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି ।

ଏହାସହ ଦେଖନ୍ତୁ ଏହି ଭିଡିଓ –