ଭୁବନେଶ୍ୱରରେ ପହଂଚିଲେ ମମତା ବାନାର୍ଜୀ : ବିମାନବନ୍ଦରରୁ ସିଧାସଳଖ ଗଲେ ଆପୋଲୋ ହସ୍ପିଟାଲ୍

9

କନକ ବ୍ୟୁରୋ : ଭୁବନେଶ୍ୱରରେ ପହଁଚିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ତିନି ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମମତା । ଚିଟଫଣ୍ଡ କେଳେଙ୍କାରୀରେ ସମ୍ପୃକ୍ତି ନେଇ ଜେଲରେ ଥିବା ତୃଣମୂଳ ସାଂସଦ ସୁଦୀପ ବନ୍ଦୋପାଧ୍ୟାୟଙ୍କୁ ଭେଟିବେ ଦିଦି । ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମମତା କହିଛନ୍ତି ସୁଦୀପ ଅସୁସ୍ଥ ଥିବା ଖବର ପାଇ ତାଙ୍କୁ ଭେଟିବାକୁ ଓଡିଶା ଆସିଛନ୍ତି । ଏହା ସହ ସମୟ ମିଳିଲେ ନବୀନଙ୍କୁ ମଧ୍ୟ ଭେଟିବେ ବୋଲି କହିଛନ୍ତି ମମତା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.