ମହାନଦୀକୁ ଡେଇଁ ଜଣେ ନିଖୋଜ : ପୋଲିସ ଓ ଅଗ୍ନିଶମ କର୍ମଚାରୀଙ୍କ ପକ୍ଷରୁ ଖୋଜାଖୋଜି ଜାରି 

195

କନକ ବ୍ୟୁରୋ : ସମ୍ବଲପୁର ଚାଉଁରପୁର ବ୍ରିଜ ଉପରୁ ଡେଇଁ ବ୍ୟକ୍ତି ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ । ବ୍ରିଜ ଉପରେ ସ୍କୁଟି ରଖି ନଦୀକୁ ଡେଇଁ ପଡ଼ିଛନ୍ତି ବ୍ୟକ୍ତିଜଣଙ୍କ । ଖବର ପାଇ ସ୍ଥାନୀୟ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛନ୍ତି । ବ୍ୟକ୍ତିଙ୍କ କୌଣସି ପରିଚୟ ମିଳି ପାରିନାହିଁ ।