ମଣିପୁର ହିଂସାରେ ଦୁଇ ମହିଳାଙ୍କୁ ବିବସ୍ତ୍ର ବୁଲାଉଥିବା ବ୍ୟକ୍ତି ଗିରଫ, ଭିଡିଓ ଭାଇରାଲ ପରେ ପୁଲିସର କାର୍ଯ୍ୟାନୁଷ୍ଠାନ

ମଣିପୁର ହିଂସାରେ ଦୁଇ ମହିଳାଙ୍କୁ ବିବସ୍ତ୍ର ବୁଲାଉଥିବା ବ୍ୟକ୍ତି ଗିରଫ, ଭିଡିଓ ଭାଇରାଲ ପରେ ପୁଲିସର କାର୍ଯ୍ୟାନୁଷ୍ଠାନ

କନକ ବ୍ୟୁରୋ: ମଣିପୁରରେ ଦୁଇ ମହିଳାଙ୍କୁ ବିବସ୍ତ୍ର ବୁଲାଇବା ମାମଲାରେ ଦୁଇ ମାସ ପୁରୁଣା ଭିଡିଓ ଭାଇରାଲ ହୋଇଥିଲା । ଏହାର ଗୋଟିଏ ଦିନ ପରେ ମୁଖ୍ୟ ଅଭିଯୁକ୍ତକୁ ଗୁରୁବାର ଗିରଫ କରାଯାଇଛି । ପୁଲିସର ସୂଚନା ଅନୁସାରେ, ଅଭିଯୁକ୍ତର ଚିହ୍ନଟ ହେରଦାସ ନାଁର କରାଯାଇଥିଲା । ଯାହାକୁ ଥୌବଲ ଜିଲ୍ଲାରୁ ଗିରଫ କରାଯାଇଛି ।

ଭିଡିଓରେ ଦେଖିବାକୁ ମିଳିଥିଲା ଜଣେ ଟିସାର୍ଟ ପିନ୍ଧି ମହିଳାଙ୍କୁ ଜୋରରେ ଧରି ଟାଣିନେଉଥିଲା । ପୁଲିସ ଏହା ମଧ୍ୟ କହିଛି ଯେ, ଯାଞ୍ଚ ପ୍ରକ୍ରିୟାକୁ ଆଗକୁ ବଢାଯାଇଛି । ବର୍ତ୍ତମାନ ଅଭିଯୁକ୍ତକୁ ଗିରଫ କରାଯାଇଛି । ଏହି ଘଟଣାର ଭିଡିଓ ସାମ୍ନାକୁ ଆସିବା ପରେ ମଣିପୁରରେ ସ୍ଥିତି ଗମ୍ଭୀର ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe