କଟକ ଓଡିଆ ବଜାରରେ ଅଗ୍ନିକାଣ୍ଡ : ବିଳମ୍ବିତ ରାତିରେ ଏକ ପ୍ରେସରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି, ଘଟଣାସ୍ଥଳରୁ ୩ ଜଣଙ୍କୁ ଉଦ୍ଧାର କରିବା ସହ ନିଆଁକୁ ଆୟତ କଲେ ଅଗ୍ନିଶମ କର୍ମଚାରୀ

92

କନକ ବ୍ୟୁରୋ : କଟକ ଓଡିଆ ବଜାରରେ ଅଗ୍ନିକାଣ୍ଡ । ଗତକାଲି ବିଳମ୍ବିତ ରାତିରେ ଓଡିଆ ବଜାର ନିକଟ ଏକ ପ୍ରେସରେ ନିଆଁ ଲାଗି ଯାଇଥିଲା । ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନଥିବା ବେଳେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଅଗ୍ନିକାଣ୍ଡ ବେଳେ ସଂପୃକ୍ତ ପ୍ରେସ ଭିତରେ ଥିବା ୩ ଜଣଙ୍କୁ ଉଦ୍ଧାର କରିବା ସହ ନିଆଁକୁ ଆୟତ କରିଛନ୍ତି ଅଗ୍ନିଶମ କର୍ମଚାରୀ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.