କଟକ ଓଡିଆ ବଜାରରେ ଅଗ୍ନିକାଣ୍ଡ : ବିଳମ୍ବିତ ରାତିରେ ଏକ ପ୍ରେସରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି, ଘଟଣାସ୍ଥଳରୁ ୩ ଜଣଙ୍କୁ ଉଦ୍ଧାର କରିବା ସହ ନିଆଁକୁ ଆୟତ କଲେ ଅଗ୍ନିଶମ କର୍ମଚାରୀ

Advertisment
କଟକ ଓଡିଆ ବଜାରରେ ଅଗ୍ନିକାଣ୍ଡ : ବିଳମ୍ବିତ ରାତିରେ ଏକ ପ୍ରେସରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି, ଘଟଣାସ୍ଥଳରୁ ୩ ଜଣଙ୍କୁ ଉଦ୍ଧାର କରିବା ସହ ନିଆଁକୁ ଆୟତ କଲେ ଅଗ୍ନିଶମ କର୍ମଚାରୀ

କନକ ବ୍ୟୁରୋ : କଟକ ଓଡିଆ ବଜାରରେ ଅଗ୍ନିକାଣ୍ଡ । ଗତକାଲି ବିଳମ୍ବିତ ରାତିରେ ଓଡିଆ ବଜାର ନିକଟ ଏକ ପ୍ରେସରେ ନିଆଁ ଲାଗି ଯାଇଥିଲା । ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନଥିବା ବେଳେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଅଗ୍ନିକାଣ୍ଡ ବେଳେ ସଂପୃକ୍ତ ପ୍ରେସ ଭିତରେ ଥିବା ୩ ଜଣଙ୍କୁ ଉଦ୍ଧାର କରିବା ସହ ନିଆଁକୁ ଆୟତ କରିଛନ୍ତି ଅଗ୍ନିଶମ କର୍ମଚାରୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe