ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନା: ଆଗାମୀ ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି

Advertisment
ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନା: ଆଗାମୀ ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି

କନକ ବ୍ୟୁରୋ: ଆଗାମୀ ୩ଘଂଟା ପାଇଁ ବଷା ସତର୍କତା ଜାରି କରିଛି ପାଣିପାଗ ବିଭାଗ । ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ରାଜ୍ୟର ୭ଜିଲ୍ଲାରେ ବର୍ଷା ନେଇ ଆକଳନ । ଘଡ଼ଘଡ଼ି ସହ ବର୍ଷା ନେଇ ଆକଳନ କରାଯାଇଛି । ଭୁବନେଶ୍ୱର, କଟକ ସମେତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରେ ବର୍ଷା ସମ୍ଭାବନା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe