କନକ ବ୍ୟୁରୋ: ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଫେବ୍ରୁଆରି ୨୮ରେ ଓଡ଼ିଶାରେ ପହଂଚିବା ସହ କୃଷି ଭବନ ପରିଦର୍ଶନ କରିବେ । ଏହି ସମୟରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ ୨୦୧୭ରେ ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ଓଡ଼ିଶା ସରକାର । ଯାହାଦ୍ୱାରା କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟ ବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା ।
ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । କରିବେ କୃଷି ଭବନ ପରିଦର୍ଶନ । ମୁଖ୍ୟମନ୍ତ୍ରୀଙ୍କ ସହ କରିବେ ଆଲୋଚନା ।
/kanak/media/post_attachments/wp-content/uploads/2024/02/11-34.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)