ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟ୍ : ପାଞ୍ଚ ରାଉଣ୍ଡ ଫାଙ୍କା ଗୁଳିଚାଳନା କରି ଲୁଟିନେଲେ ପାଞ୍ଚ ଲକ୍ଷ ଟଙ୍କା

ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟ୍ : ପାଞ୍ଚ ରାଉଣ୍ଡ ଫାଙ୍କା ଗୁଳିଚାଳନା କରି ଲୁଟିନେଲେ ପାଞ୍ଚ ଲକ୍ଷ ଟଙ୍କା

କନକ ବ୍ୟୁରୋ : ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟ୍ । ପାଞ୍ଚ ରାଉଣ୍ଡ ଫାଙ୍କା ଗୁଳିଚାଳନା କରି ଲୁଟିନେଲେ ପାଞ୍ଚ ଲକ୍ଷ ଟଙ୍କା । କେନ୍ଦୁଝର ନୟାକୋଟ ଥାନା ଫୁଲଝର ପେଟ୍ରୋଲ ପମ୍ପରରେ ହୋଇଛି ବଡ଼ ଧରଣର ଡକାୟତି । ଟଙ୍କା ସହ ଲୁଟି ନେଇଛନ୍ତି ପେଟ୍ରୋଲ ପମ୍ପରେ ଲାଗିଥିବା ସିସିଟିଭି । ବନ୍ଧୁକ ମୁନରେ ରାତି ତମାମ ଆତଙ୍କ ଖେଳାଇଥିଲେ ଡକାୟତି ଦଳ । ଘଟଣାସ୍ଥଳରେ ପୋଲିସ ଏବଂ ଫରେନସିକ୍ ଟିମ୍ ପହଞ୍ଚି ଛାନଭିନ କରୁଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe