ଆଇପିଏଲ ଟକ୍କର: ଟସ ଜିତି ମୁମ୍ବାଇର ବୋଲିଂ ନିଷ୍ପତ୍ତି । ପ୍ରଥମେ ବ୍ୟାଟିଂ କରିବ ବାଙ୍ଗାଲୋର ଦଳ

Advertisment
ଆଇପିଏଲ ଟକ୍କର: ଟସ ଜିତି ମୁମ୍ବାଇର ବୋଲିଂ ନିଷ୍ପତ୍ତି । ପ୍ରଥମେ ବ୍ୟାଟିଂ କରିବ ବାଙ୍ଗାଲୋର ଦଳ

କନକ ବ୍ୟୁରୋ: ଆଜିର ଆଇପିଏଲ ହାଇଭୋଲ୍ଟେଜ ମ୍ୟାଚରେ ମୁହାଁ ମୁହିଁ ହେବେ ବାଙ୍ଗାଲୋର ଓ ମୁମ୍ବାଇ । ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ମୁମ୍ବାଇ, ତେଣୁ ପ୍ରଥମେ ବ୍ୟାଟିଂ କରିବାକୁ ଆସିବ ବାଙ୍ଗାଲୋର ଦଳ । ଏହି ମ୍ୟାଚ ଉଭୟ ଦଳ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ପ୍ଲେ ଅଫରେ ନିଜ ସ୍ଥାନ ପକ୍କା କରିବା ପାଇଁ ମୈଦାନକୁ ଓହ୍ଲାଇବେ ଉଭୟ ଦଳ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe