କନକ ବ୍ୟୁରୋ : ବ୍ଲକରୁ ପଞ୍ଚାୟତକୁ ଚାଲିବ ମୋ ବସ । ଲକ୍ଷ୍ମୀ ସ୍କିମରେ ଗ୍ରାମାଞ୍ଚଳରେ ମୋ ବସ ଚାଲିବ । ପ୍ରଥମ ପର୍ଯ୍ୟାୟରେ ୬ଟି ଜିଲ୍ଲାରେ ଚାଲିବ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତିରେ ମୋ ବସ ଚାଲିବ । ପରବର୍ତ୍ତୀ ପର୍ଯ୍ୟାୟରେ ସବୁ ପଞ୍ଚାୟତରେ ମୋ ବସ ଚାଲିବ ।
ଲକ୍ଷ୍ମୀ ସ୍କିମରେ ଗାଁରେ ଗଡିବ ମୋ ବସ : ପ୍ରଥମ ପର୍ଯ୍ୟାୟରେ ୬ଟି ଜିଲ୍ଲାରେ ଚାଲିବ
/kanak/media/post_attachments/wp-content/uploads/2023/05/30-15.jpg)