ଲକ୍ଷ୍ମୀ ସ୍କିମରେ ଗାଁରେ ଗଡିବ ମୋ ବସ : ପ୍ରଥମ ପର୍ଯ୍ୟାୟରେ ୬ଟି ଜିଲ୍ଲାରେ ଚାଲିବ

Advertisment
ଲକ୍ଷ୍ମୀ ସ୍କିମରେ ଗାଁରେ ଗଡିବ ମୋ ବସ : ପ୍ରଥମ ପର୍ଯ୍ୟାୟରେ ୬ଟି ଜିଲ୍ଲାରେ ଚାଲିବ

କନକ ବ୍ୟୁରୋ :  ବ୍ଲକରୁ ପଞ୍ଚାୟତକୁ ଚାଲିବ ମୋ ବସ । ଲକ୍ଷ୍ମୀ ସ୍କିମରେ ଗ୍ରାମାଞ୍ଚଳରେ ମୋ ବସ ଚାଲିବ । ପ୍ରଥମ ପର୍ଯ୍ୟାୟରେ ୬ଟି ଜିଲ୍ଲାରେ ଚାଲିବ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତିରେ ମୋ ବସ ଚାଲିବ । ପରବର୍ତ୍ତୀ ପର୍ଯ୍ୟାୟରେ ସବୁ ପଞ୍ଚାୟତରେ ମୋ ବସ ଚାଲିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe