କନକ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବାରଣାସୀରୁ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ । ଏହା ପୂର୍ବରୁ ସେ ୨୦୧୪ ଓ ୨୦୧୯ରେ ବାରଣାସୀରୁ ନିର୍ବାଚନ ଜିତିଥିଲେ।/kanak/media/post_attachments/wp-content/uploads/2024/05/m-1.jpg)
ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କାଳ ଭୈରବ ମନ୍ଦିରରେ ପହଞ୍ଚିଥିଲେ । ପ୍ରଧାନମନ୍ତ୍ରୀ ବାବା କାଳ ଭୈରବଙ୍କଠାରୁ ବିଜୟର ଆଶୀର୍ବାଦ ନେଇଥିଲେ। ଏହାପରେ ସେ ଏବେ ନାମାଙ୍କନ ପତ୍ର ଦାଖଲ ପାଇଁ ଡିଏମ୍ ଅଫିସରେ ପହଞ୍ଚିଥିଲେ । ନାମାଙ୍କନ ଦାଖଲ ସମୟରେ ତାଙ୍କ ସହ ଥିଲେ ଅମିତ ଶାହ, ରାଜନାଥ ସିଂ, ଚିରାଗ ପାସୱାନ୍ ଓ ଅନ୍ୟ ବରିଷ୍ଠ ନେତା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/05/111.jpg)