ଓଡିଶା ଛୁଇଁବ ମୌସୁମୀ

26

ଭୁବନେଶ୍ୱର ବ୍ୟୁରୋ ,କନକ ନ୍ୟୁଜ୍ : ଜୁନ ଦ୍ୱିତୀୟ ସପ୍ତାହରେ ଓଡିଶା ଛୁଇଁବ ମୌସୁମୀ । ଓଡିଶାରେ ଜାରି ରହିଥିବା ପାଗ ମୌସୁମୀ ଆଣିବାରେ ବେଶ୍ ଅନୁକୂଳ ହେଉଛି ବୋଲି ସୂଚନା ଦେଇଛନ୍ତି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶକ ଶରତ ସାହୁ । ତେବେ ଆସନ୍ତା ଦୁଇ ଦିନ ମଧ୍ୟରେ କେରଳ ଛୁଇଁବ ମୌସୁମୀ । ଓଡିଶାର କେତେକ ସ୍ଥାନରେ ବର୍ଷା ସହ ଘଡିଘଡି ହେବାର ସମ୍ଭାବନା ରହିଛି । ତେବେ ରବିବାର ଯାଜପୁର ଦାନଗଦିରେ ସବାର୍ଧିକ ୬୮ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.