ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ : ୪୮ ଘଂଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ପହଂଚିବ ମୌସୁମୀ

Advertisment
ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ !

କନକ ବ୍ୟୁରୋ : ଆଉ ମାତ୍ର ୪୮ ଘଂଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ପହଂଚିବ ମୌସୁମୀ । ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇ ପଡିଛି । ଆଜି ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଗଜପତି, ଗଞ୍ଜାମ, ରାୟଗଡା ଓ କୋରାପୁଟରେ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଆଜି ଦାରିଙ୍ଗିବାଡିରେ ସର୍ବାଧିକ ୫୫ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।

ଦେଖନ୍ତୁ ଏହି ଭିଡିଓ –

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe