କେରଳ ଛୁଇଁଲା ମୌସୁମୀ । ଦକ୍ଷିଣ-ପଶ୍ଚିମ ଅଭିମୁଖେ ମୌସୁମୀ ଅଗ୍ରସର ।

1,584

କନକ ବ୍ୟୁରୋ: କେରଳ ଛୁଇଁଲା ମୌସୁମୀ ବାୟୁ । ଲକ୍ଷାଦ୍ୱୀପ ଓ କେରଳର ସବୁ ଅଞ୍ଚଳକୁ ମୌସୁମୀ ଛୁଇଁଛି । ଦକ୍ଷିଣ-ପଶ୍ଚିମ ଅଭିମୁଖେ ମୌସୁମୀ ଅଗ୍ରସର ହେଉଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ‘ବିପର୍ଯ୍ୟୟ’ବ୍ୟାତ୍ୟା ପ୍ରଭାବ ଥିବାରୁ ସପ୍ତାହେ ବିଳମ୍ବରେ ମୌସୁମୀ ସ୍ଥଳଭାଗ ଛୁଇଁଥିବା ପାଣିପାଗ ବିଭାଗ ବିଭାଗ ପକ୍ଷରୁ କୁହାଯାଇଛି ।