କନକ ବ୍ୟୁରୋ : ଦେଶରେ କୃଷକ ଆତ୍ମହତ୍ୟା ସରକାରଙ୍କ ମୁଣ୍ଡବ୍ୟଥାର କାରଣ ହୋଇଥିବାବେଳେ ଆଉ ଗୋଟିଏ ବର୍ଗର ଆତ୍ମହତ୍ୟା ସଂଖ୍ୟା ଚିନ୍ତାଜନକଭାବେ ବଢିଚାଲିଛି । ସେମାନେ ହେଉଛନ୍ତି ବ୍ୟବସାୟୀ ବର୍ଗ । କୃଷକ ମୃତ୍ୟୁକୁ ନେଇ ସାରା ଦେଶରେ ଚର୍ଚ୍ଚା ହେଉଥିବାବେଳେ ଏମାନଙ୍କ ଆତ୍ମହତ୍ୟା ଚର୍ଚ୍ଚାକୁ ଆସେନାହିଁ ।
ଜାତୀୟ ଅପରାଧ ରେକର୍ଡ ବ୍ୟୁରୋର ପରିସଂଖ୍ୟାନ ଅନୁସାରେ ୨୦୨୦ରେ ବ୍ୟବସାୟୀ ଆତ୍ମହତ୍ୟା ସଂଖ୍ୟା ଚାଷୀ ଆତ୍ମହତ୍ୟା ସଂଖ୍ୟାକୁ ଟପିଯାଇଛି । ଏହି ବର୍ଷ ୧୧୭୧୬ ଜଣ ବ୍ୟବସାୟୀ ଆତ୍ମହତ୍ୟା କରିଥିଲେ, ଯେବେକି ଆତ୍ମହତ୍ୟା କରିଥିବା କୃଷକ ସଂଖ୍ୟା ଥିଲା ୧୦୬୭୭ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2018/05/Suicide-reuters.jpeg)