କନକ ବ୍ୟୁରୋ: ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି ପଂଚମ ପର୍ଯ୍ୟାୟ ପଂଚାୟତ ନିର୍ବାଚନ । ଦିନ ଗୋଟାଏ ସୁଦ୍ଧା ୬୫ ପ୍ରତିଶତରୁ ଅଧିକ ମତଦାନ ହୋଇଛି । ଶେଷ ପର୍ଯ୍ୟାୟରେ ୨୫ ଜିଲ୍ଲାରେ ୪୮ଟି ବ୍ଲକର ୧୩୧ ଜିଲ୍ଲାପରିଷଦ ଜୋନରେ ଭୋଟଗ୍ରହଣ ହୋଇଛି । ୯୭୫ ଗ୍ରାମ ପଂଚାୟତର ୧୩ ହଜାର ୫୧୪ ବୁଥରେ ହୋଇଛି ମତଦାନ । ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିଛନ୍ତି । ୧୩ ହଜାର ୫୧୪ଟି ବୁଥରୁ ୨ହଜାର ୨୭ଟି ବୁଥ ସମ୍ବେଦନଶୀଳ ବୁଥ ଥିଲା । ୨୬ ତାରିଖରୁ ଭୋଟ୍ ଗଣତି ହେବ ।
ପଞ୍ଚମ ପର୍ଯ୍ୟାୟରେ ୪୮ଟି ବ୍ଲକ ୧୩୧ ଜିଲ୍ଲାପରିଷଦ ଜୋନରେ ଭୋଟିଂ ଶେଷ: ଦିନ ଗୋଟିଏ ସୁଦ୍ଧା ୬୫ରୁ ଅଧିକ ପ୍ରତିଶତରୁ ଅଧିକ ମତଦାନ
/kanak/media/post_attachments/wp-content/uploads/2022/02/4-41.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)