କନକ ବ୍ୟୁରୋ : ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ । ରାଜ୍ୟରେ ଆସନ୍ତା ଏପ୍ରିଲ ୨ ତାରିଖରୁ ହେବ ସକାଳୁଆ ସ୍କୁଲ । ସକାଳ ସାଢେ ୬ଟାରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ କ୍ଲାସ୍ ହେବ । ସେହିପରି ସକାଳ ୭ଟାରୁ ୧୧ଟା ଯାଏଁ କ୍ଲାସ କରିବେ ନବମ ଓ ଦଶମ ଶ୍ରେଣୀ ପିଲା । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢୁଥିବାରୁ ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ ହେବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/03/27-28.jpg)