କନକ ବ୍ୟୁରୋ: ଆଜି ଜନ୍ମମାଟିକୁ ଯିବ ସହିଦ୍ ଯବାନ ପ୍ରତାପ ରଞ୍ଜନ ପରିଡ଼ାଙ୍କ ପାର୍ଥିବ ଶରୀର । ସେଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ । ଗତକାଲି ଭୁବନେଶ୍ୱରରେ ପହଂଚିଥିଲା ସହିଦ୍ ଯବାନ ପ୍ରତାପ ରଞ୍ଜନ ପରିଡ଼ାଙ୍କ ପାର୍ଥିବ ଶରୀର । ଏହାପରେ ପ୍ରତାପଙ୍କ ପାର୍ଥିୀବ ଶରୀର ଭୁବନେଶ୍ୱର ବିମାନବନ୍ଦରରୁ ଖୋର୍ଦ୍ଧା ବିଏସଫ୍ କ୍ୟାମ୍ପକୁ ନିଆଯାଇଥିଲା ।
ମେଘାଳୟ ସୁରା କ୍ୟାମ୍ପରୁ ଘାଟିକୁ ଯାଇଥିବା ସମୟରେ ବିଏସଏଫ ଯବାନ ହାବିଲଦାର ପ୍ରତାପ ରଞ୍ଜନ ପରିଡ଼ାଙ୍କ ଅଚନାକ୍ ଦେହନ୍ତ ହୋଇଥିଲା । ତେବେ କାହିଁକି ଓ କେମିତି ତାଙ୍କ ମୃତ୍ୟୁ ହେଲା ତାହା ସ୍ପଷ୍ଟ ହୋଇନାହିଁ । ପରିବାର ଲୋକ ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/11/4-8.jpg)