କନକ ବ୍ୟୁରୋ: ରାୟଗଡା ଜମାଦେଇ ପେଣ୍ଠ ଗାଁରେ ଘଟିଛି ଅଭାବନୀୟ ଘଟଣା । ଗୋଟିଏ ପରିବାରର ମା’ ପୁଅ କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ସକାଳେ ଘର ଲୋକ ଜାଣିବା ପରେ ସେମାନଙ୍କୁ ରାୟଗଡା ସରକାରୀ ହସ୍ପିଟାଲକୁ ନେଇଥିଲେ । ହେଲେ ସେଠାରେ ଉଭୟ ମା’ ପୁଅଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର ।
ତେବେ ଏହି ଘଟଣାର ପ୍ରକୃତ କାରଣ ଏଯାଏଁ ଜଣାପଡିନଥିବାବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/05/15-8.jpg)