କନକ ବ୍ୟୁରୋ: ସମାଜବାଦୀ ପାର୍ଟି ସଂସ୍ଥାପକ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ପରଲୋକ ହୋଇଛି । ୮୨ ବର୍ଷ ବୟସରେ ଗୁରୁଗ୍ରାମ ମେଦାନ୍ତା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ନିଧନ ହୋଇଛି ।
ମୁଲାୟମ ସିଂ କିଛି ଦିନ ହେବ ଏକାଧିକ ଶାରୀରିକ ଅସୁସ୍ଥତା ଦେଇ ଗତି କରୁଥିଲେ । ୟୁରିନ୍ ସଙ୍କ୍ରମଣ ସାଙ୍ଗକୁ ବ୍ଲଡ ପ୍ରେସର, ଓ ଶ୍ୱାସ ଜନିତ ସମସ୍ୟାରେ ପୀଡିତ ଥିଲେ । ତେଣୁ ତାଙ୍କୁ ଆକ୍ଟୋବର ୨ ତାରିଖରୁ ଲାଇଫ୍ ସପୋର୍ଟରେ ରଖାଯାଇଥିଲା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/10/22222222.jpg)