ମୁଲାୟମ ସିଂ ଯାଦବଙ୍କ ପରଲୋକ: ୮୨ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ

ମୁଲାୟମ ସିଂ ଯାଦବଙ୍କ ପରଲୋକ: ୮୨ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ

କନକ ବ୍ୟୁରୋ: ସମାଜବାଦୀ ପାର୍ଟି ସଂସ୍ଥାପକ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ପରଲୋକ ହୋଇଛି । ୮୨ ବର୍ଷ ବୟସରେ ଗୁରୁଗ୍ରାମ ମେଦାନ୍ତା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ନିଧନ ହୋଇଛି ।

 ମୁଲାୟମ ସିଂ କିଛି ଦିନ ହେବ ଏକାଧିକ ଶାରୀରିକ ଅସୁସ୍ଥତା ଦେଇ ଗତି କରୁଥିଲେ । ୟୁରିନ୍ ସଙ୍କ୍ରମଣ ସାଙ୍ଗକୁ ବ୍ଲଡ ପ୍ରେସର, ଓ ଶ୍ୱାସ ଜନିତ ସମସ୍ୟାରେ ପୀଡିତ ଥିଲେ । ତେଣୁ ତାଙ୍କୁ ଆକ୍ଟୋବର ୨ ତାରିଖରୁ ଲାଇଫ୍ ସପୋର୍ଟରେ ରଖାଯାଇଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe