ସୁନ୍ଦରଗଡ : ସ୍ୱାମୀ ବନିଲା ସଇତାନ । ସୁନ୍ଦରଗଡ ଭସ୍ମା ଥାନା ଦର୍ଲିପାଲିରେ ଅଭାବନୀୟ ଘଟଣା ଘଟିଛି । ପେଟ୍ରୋଲ ଢାଳି ୨ ଝିଅ ଓ ସ୍ତ୍ରୀକୁ ସ୍ୱାମୀ ଜାଳିଦେଇଥିବା ଅଭିଯୋଗ ହୋଇଛି । ଶୋଇଥିବା ବେଳେ ନିଆଁ ଲଗାଇଦେଇଥିବା ଅଭିଯୋଗ ହୋଇଛି ।
ଗୁରୁତର ୩ ଜଣଙ୍କୁ ସୁନ୍ଦରଗଡ ମେଡିକାଲରେ ଭର୍ତି କରାଯାଇଛି । ପାରିବାରିକ କଳହରୁ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି । ପୁଲିସ ଘଟଣା ସ୍ଥଳରେ ପହଚିଂ ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତ ସ୍ୱାମୀ ଘଟଣା ପରେ ଫେରାର ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2016/12/vlcsnap-2016-12-16-09h04m16s832.png)