କନକ ବ୍ୟୁରୋ: ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ । ଦୀର୍ଘଦିନ ଧରି କ୍ୟାନ୍ସରରେ ପୀଡିତ ଥିଲେ ସ୍ୱରୂପ । ବହୁ ଓଡିଆ ଫିଲ୍ମରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ତାଙ୍କ ପରଲୋକରେ ସାରା ଓଲିଇଡ ଜଗତରେ ଶୋକର ଛାୟା ଖେଳିଯାଇଛି । ସେ ଅନେକ ଓଡିଆ ଫିଲ୍ମରେ ମଧ୍ୟ ଅଭିନୟ କରିଥିଲେ ।