ବିଜେଡିରେ ମିଶ୍ରଣ ପର୍ବ ! ମୁଖମନ୍ତ୍ରୀଙ୍କ ଉପସ୍ଥିତିରେ ଦଳରେ ମିଶିଲେ ନବରଙ୍ଗପୁରର ପୂର୍ବତନ ଜିଲ୍ଲା ପରିଷଦ ସଭାପତି ମଂଜୁଳା ମାଝୀ

21

କନକ ବ୍ୟୁରୋ : ବିଜେଡିରେ ମିଶିଲେ ନବରଙ୍ଗପୁରର ପୂର୍ବତନ ଜିଲ୍ଲା ପରିଷଦ ସଭାପତି ମଂଜୁଳା ମାଝୀ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ କଂଗ୍ରେସ ନେତ୍ରୀ ମଂଜୁଳା ମାଝୀ ଓ ଶତାଧିକ କଂଗ୍ରେସ କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି । କଂଗ୍ରେସର ଗୋଷ୍ଠୀ କନ୍ଦଳ ଜନସେବାରେ ବାଧା ଦେଉଥିବାରୁ ନବୀନଙ୍କ ନେତୃତ୍ୱକୁ ସମର୍ଥନ କରି ବିଜେଡିରେ ଯୋଗଦେଇଛନ୍ତି ମଂଜୁଳା ମାଝୀ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.