କନକ ବ୍ୟୁରୋ : ନବରଙ୍ଗପୁର ସାଂସଦ ରମେଶ ମାଝୀଙ୍କୁ କରୋନା । କରୋନା ଆକ୍ରାନ୍ତ ନେଇ ସୋସିଆଲ ମିଡିଆରେ ରମେଶ ମାଝୀ ଜଣାଇଛନ୍ତି । ଏପରିକି ତାଙ୍କ ସଂଶ୍ପର୍ସରେ ଆସିଥିବା ବ୍ୟକ୍ତିଙ୍କୁ ଘରୋଇ ସଂଗରୋଧରେ ରହିବାକୁ ପରାମର୍ଶ ଦେଇଛନ୍ତି । ଗତକାଲି ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ଆକ୍ରାନ୍ତ ଭାବେ ଚିହ୍ନଟ ହୋଇଥିଲେ ।
ଏଯାଏ ରାଜ୍ୟରେ ୧୭ ବିଧାୟକ ପଜିଟିଭ ଅଛନ୍ତି, ସେମାନଙ୍କ ମଧ୍ୟରେ ୩ ମନ୍ତ୍ରୀ ଅରୁଣ ସାହୁ, ସୁଶାନ୍ତ ସିଂ, ପଦ୍ମିନୀ ଦିଆନ ଅଛନ୍ତି । ଏବଂ ୩ ସାଂସଦ ମଧ୍ୟ କରୋନା ଆକ୍ରାନ୍ତ ଭାବେ ଚିହ୍ନଟ ହୋଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/09/6-4.jpg)