କନକ ବ୍ୟୁରୋ: ସୁର ରାଉତରାୟଙ୍କ ପରେ ଆଉ ଜଣେ ବରିଷ୍ଠ କଂଗ୍ରେସ ନେତା ଲଢ଼ିବେନି ୨୦୨୪ ନିର୍ବାଚନ । ନରସିଂହ ମିଶ୍ର କହିଲେ, ତାଙ୍କ ବଦଳରେ ନିର୍ବାଚନ ମୈଦାନକୁ ଓହ୍ଲାଇବେ ସାନ ପୁଅ ସମରେନ୍ଦ୍ର । କହିଲେ ୫ଟି କର୍ମୀ ସମ୍ମିଳନୀ କରାଯାଇଥିଲା । ସମସ୍ତଙ୍କ ମତ ସାନ ପୁଅ ସମରେନ୍ଦ୍ର ବିଧାନସଭା ନିର୍ବାଚନ ଲଢୁ଼ । ଏଆଇସିସିକୁ ଏନେଇ ନିଷ୍ପତ୍ତି ଜଣାଇବେ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ।
      
          ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
      
    
  
  
 
  
    Here are a few more articles:
    
        
    
            
            {{#pages}}
                
                
                
            {{/pages}}
            
        
    
    
  
 Follow Us