କନକ ବ୍ୟୁରୋ : ୬ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ । ଓଡିଶା ସଂପର୍କରେ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବେ ବୋଲି ନବୀନ କହିଛନ୍ତି । ସେହିପରି ବିଜେପୁର ଲାଗିରହିଥିବା ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି । ବିଜେଡିରେ କୌଣସି ଦ୍ୱନ୍ଦ ନାହିଁ, ସବୁ ସମସ୍ୟାର ସମାଧାନ ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ବିଜେପୁର ପୂର୍ବତନ ବିଧାୟକ ଅଶୋକ ପାଣିଗ୍ରାହୀଙ୍କ ଆଣିଥିବା ଆକ୍ଷେପ ଆଦୌ ଠିକ୍ ନୁହେଁ ବୋଲି ସେ କହିଛନ୍ତି ।
୬ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ! ଓଡିଶା ସଂପର୍କରେ କେନ୍ଦ୍ରମନ୍ତ୍ରୀଙ୍କ ସହ କରିବେ ଆଲୋଚନା
/kanak/media/post_attachments/wp-content/uploads/2017/09/Naveen-Patnaik-1.png)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)