କନକ ବ୍ୟୁରୋ: ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ହିଞ୍ଜିଳିି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କରିବେ ନବୀନ । ଆଜି ଦୁଇଟି ସଭା ଜରିଆରେ ଜନତାଙ୍କୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ଦିନ ୧୦ଟା ୩୦ରେ ହିଂଜିଳିକାଟୁ ଏବଂ ଦିନ ୧୧ଟା ୩୦ରେ ସେରଗଡ଼ରେ ଜନତାଙ୍କୁ ସମ୍ବୋଧନ କରିବେ ।
ସେହିପରି ୨୫ ତାରିଖରେ ରାୟଗଡ଼ାରେ ପ୍ରଚାର କରିବେ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଗ୍ରସ୍ତ ସମୟରେ ବିଜେଡି ନେତା ଭି.କେ ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ରହବେ । ରବିବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଜାରି କରିଥିଲା । ଏଥିରେ ନବୀନ ପଟ୍ଟନାୟକ ପ୍ରଥମ ସ୍ଥାନରେ ରହିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/04/1.jpeg)