କନକ ବ୍ୟୁରୋ: ଭୋଟ୍ ଗଣତି ଆରମ୍ଭ ହେବା ସହିତ ଏବେ ଆସିବାରେ ଲାଗିଛି ପ୍ରାରମ୍ଭିକ ଟ୍ରେଣ୍ଡ । ଆଉ ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ନେତୃତ୍ୱାଧୀନ ଏନଡିଏ ମେଣ୍ଟ ଶତକ ଛୁଇଁଛି । ବର୍ତ୍ତମାନ ସୁଦ୍ଧା ୨୭୪ ଆସନର ଟ୍ରେଣ୍ଡ ସାମ୍ନାକୁ ଆସିଥିବାବେଳେ, ୧୬୯ ଆସନରେ ଏନଡିଏ ଆଗରେ ରହିଛି । ସେହିପରି କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ୯୫ ଆସନରେ ଆଗରେ ରହିଛି ।
ସେପଟେ ଅନ୍ୟ ୧୦ଟି ସିଟରେ ଆଗରେ ରହିଛନ୍ତି । ସେପଟେ ଓଡିଶା ବିଧାନସଭାରେ ଗୋଟିଏ ଆସନର ଟ୍ରେଣ୍ଡ ସାମ୍ନାକୁ ଆସିଛି । ଯେଉଁଥିରେ ବିଜେଡି ଆଗୁଆ ରହିଛି । ସେହିପରି ପୋଷ୍ଟାଲ ବାଲାଟ୍ ଗଣତିରେ ପୁରୀରେ ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର ଆଗୁଆ ରହିଛନ୍ତି ।
ଆସୁଛି ପ୍ରାରମ୍ଭିକ ଟ୍ରେଣ୍ଡ । ପ୍ରାରମ୍ଭିକ ଟ୍ରେଣ୍ଡରେ ଏନଡିଏ ଛୁଇଁଲା ଶତକ । ଦେଖନ୍ତୁ, କଣ ରହିଛି ତାଜା ଅପଡେଟ୍...
/kanak/media/post_attachments/wp-content/uploads/2024/06/25-2.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)