ଆସୁଛି ପ୍ରାରମ୍ଭିକ ଟ୍ରେଣ୍ଡ । ପ୍ରାରମ୍ଭିକ ଟ୍ରେଣ୍ଡରେ ଏନଡିଏ ଛୁଇଁଲା ଶତକ । ଦେଖନ୍ତୁ, କଣ ରହିଛି ତାଜା ଅପଡେଟ୍...

Advertisment
ଆସୁଛି ପ୍ରାରମ୍ଭିକ ଟ୍ରେଣ୍ଡ । ପ୍ରାରମ୍ଭିକ ଟ୍ରେଣ୍ଡରେ ଏନଡିଏ ଛୁଇଁଲା ଶତକ । ଦେଖନ୍ତୁ, କଣ ରହିଛି ତାଜା ଅପଡେଟ୍...

କନକ ବ୍ୟୁରୋ: ଭୋଟ୍ ଗଣତି ଆରମ୍ଭ ହେବା ସହିତ ଏବେ ଆସିବାରେ ଲାଗିଛି ପ୍ରାରମ୍ଭିକ ଟ୍ରେଣ୍ଡ । ଆଉ ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ନେତୃତ୍ୱାଧୀନ ଏନଡିଏ ମେଣ୍ଟ ଶତକ ଛୁଇଁଛି । ବର୍ତ୍ତମାନ ସୁଦ୍ଧା ୨୭୪ ଆସନର ଟ୍ରେଣ୍ଡ ସାମ୍ନାକୁ ଆସିଥିବାବେଳେ, ୧୬୯ ଆସନରେ ଏନଡିଏ ଆଗରେ ରହିଛି । ସେହିପରି କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ୯୫ ଆସନରେ ଆଗରେ ରହିଛି ।publive-imageସେପଟେ ଅନ୍ୟ ୧୦ଟି ସିଟରେ ଆଗରେ ରହିଛନ୍ତି । ସେପଟେ ଓଡିଶା ବିଧାନସଭାରେ ଗୋଟିଏ ଆସନର ଟ୍ରେଣ୍ଡ ସାମ୍ନାକୁ ଆସିଛି । ଯେଉଁଥିରେ ବିଜେଡି ଆଗୁଆ ରହିଛି । ସେହିପରି ପୋଷ୍ଟାଲ ବାଲାଟ୍ ଗଣତିରେ ପୁରୀରେ ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର ଆଗୁଆ ରହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe