କନକ ବ୍ୟୁରୋ : ବିଧିବଦ୍ଧ ରାଷ୍ଟ୍ରପତି ଘୋଷିତ ହୋଇଛନ୍ତି ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏନେଇ ରାଜ୍ୟସଭା ସେକ୍ରେଟାରୀ ଜେନେରାଲ ସୂଚନା ଦେଇଛନ୍ତି । ମୋଟ ୪୭୫୪ ଭୋଟ ନିର୍ବାଚନ ପାଇଁ ପଡିଥିବା ବେଳେ ୪୭୦୧ ଭୋଟ ବୈଧ ହୋଇଥିଲା ଏବଂ ୫୩ ଅବୈଧ ଭୋଟ ପଡିଛି । ଏଥିରୁ ୨୮୨୪ ଖଣ୍ଡ ଭୋଟ ତାଙ୍କ ସପକ୍ଷରେ ପଡିଛି । ଏହାର ମୂଲ୍ୟ ୬ଲକ୍ଷ ୭୬ହଜାର ୮୦୩ । ସେହିଭଳି ଯଶୱନ୍ତ ସିହ୍ନାଙ୍କୁ ୧୮୭୭ ଖଣ୍ଡ ଭୋଟ ପାଇଛନ୍ତି । ତାଙ୍କ ଭୋଟର ମୂଲ୍ୟ ୩ ଲକ୍ଷ ୮୦ ହଜାର ୧୭୭ ରହିଛି ।
Presidential Election concluded with declaration of result...4754 votes polled, out of which 4701 valid & 53 invalid...The quota (for a candidate to be elected the President) was 5,28,491. #DroupadiMurmu secured 2824 first preference votes-value of which is 6,76,803: Secry Gen,RS pic.twitter.com/Tg0pbuHbGu
— ANI (@ANI) July 21, 2022